• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୨.୦୮ ଗତେ ବିଛା,ତିଥ- ୪ର୍ଥୀ ରାତ୍ରୀ ୦୮.୨୧ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୮.୩୫ ପର୍ଯ୍ୟନ୍ତ ।

Pisces

ମୀନ

Friday 29 Mar 2024

ପୂ, ଭାଦ୍ରପଦ- ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସ୍ରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ନିଜର ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ

ଉ, ଭାଦ୍ରପଦ- ଅଧିକାର ଜାହିର କରିବାରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି ଦେଖାଦେଇ ପାରେ । ବିରୋଧୀ ମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ

ରେବତୀ- ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ପାରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :