• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୨.୦୮ ଗତେ ବିଛା,ତିଥ- ୪ର୍ଥୀ ରାତ୍ରୀ ୦୮.୨୧ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୮.୩୫ ପର୍ଯ୍ୟନ୍ତ ।

Leo

ସିଂହ

Friday 29 Mar 2024

ମଘା- ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ

ପୂ- ଫାଲ୍‌ଗୁନୀ- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ

ଉ- ଫାଲ୍‌ଗୁନୀ- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :