• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୨.୦୮ ଗତେ ବିଛା,ତିଥ- ୪ର୍ଥୀ ରାତ୍ରୀ ୦୮.୨୧ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୮.୩୫ ପର୍ଯ୍ୟନ୍ତ ।

Sagittarius

ଧନୁ

Friday 29 Mar 2024

ମୂଳା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ ।

ପୂ, ଷାଢା- ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ

ଉ, ଷାଢା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :