• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୨.୦୮ ଗତେ ବିଛା,ତିଥ- ୪ର୍ଥୀ ରାତ୍ରୀ ୦୮.୨୧ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୮.୩୫ ପର୍ଯ୍ୟନ୍ତ ।

Capricorn

ମକର

Friday 29 Mar 2024

ଉ, ଷାଢା- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାର‌୍ୟ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ

ଶ୍ରବଣା- ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ବାରମ୍ବାର ଚେଷ୍ଟା କରି କିଛିଟା ସୁଫଳ ପାଇବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ

ଧନିଷ୍ଠା- ଅନ୍ୟ କାହାର ସହଯୋଗ ନପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଭୁଲ ବୁଝାବଣା ହେତୁ ସମସ୍ୟା ବଢିପାରେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :