ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର – ସିଂହ ଦିବା ୦୮.୫୪ ଗତେ କନ୍ୟା,ତିଥି – ୯ମୀ ଦିବା ୧୧.୪୯ ଗତେ ୧୦ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଦିବା ୦୮.୫୪ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୪.୨୮ ପର୍ଯ୍ୟନ୍ତ
କୃତିକା- ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ
ରୋହିଣୀ- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ
ମୃଗଶିରା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬