Advertisment

Daily Horoscope 29th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

author-image
Pallipuspa Samal
Daily Horoscope 29th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର – ସିଂହ ଦିବା ୦୮.୫୪ ଗତେ କନ୍ୟା,ତିଥି – ୯ମୀ ଦିବା ୧୧.୪୯ ଗତେ ୧୦ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଦିବା ୦୮.୫୪ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୪.୨୮ ପର୍ଯ୍ୟନ୍ତ