ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର – ସିଂହ ଦିବା ୦୮.୫୪ ଗତେ କନ୍ୟା,ତିଥି – ୯ମୀ ଦିବା ୧୧.୪୯ ଗତେ ୧୦ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଦିବା ୦୮.୫୪ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୪.୨୮ ପର୍ଯ୍ୟନ୍ତ
ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ
ସ୍ୱାତୀ- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ
ବିଶାଖା- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି
ପ୍ରତିକାର – ମାଆ କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬