• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Taurus

ବୃଷ

Wednesday 29 May 2024

କୃତିକା- ଚେଷ୍ଟା କରୁଥିବା କାର‌୍ୟ୍ୟରେ ସଫଳତା ହାସଲ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସହଜରେ ଅନ୍ୟମାନଙ୍କୁ ବିଶ୍ୱାସ କରିପାରିବେ ନାହିଁ।

ରୋହିଣୀ- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । କାର‌୍ୟ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।

ମୃଗଶିରା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଜଡିତ ହୁଅନ୍ତୁ ଯେଉଁ ମାନେ ଭବିଷ୍ୟରେ ଧାରା ଦେବାରେ ଆପଣଙ୍କ ସାହାଯ୍ୟ କରି ପାରିବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :