• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Pisces

ମୀନ

Wednesday 29 May 2024

ପୂ,ଭାଦ୍ରପଦ-ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ ।

ଉ,ଭାଦ୍ରପଦ- ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା କାର‌୍ୟ୍ୟଗୁଡିକ ତ୍ୱରାନ୍ବିତ ହେବ। ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ ଓ ସୌଭାଗ୍ୟ ଆପଣଙ୍କ ବାଟରେ ଆସିବ । ନୂତନ ଆରମ୍ଭ ହୋଇ ଥିବା ଯୋଜନା ଆପଣଙ୍କ ଆଶା ଅନୁସାରେ ପରିଣାମ ଦେବ ନାହିଁ

ରେବତୀ- କଳା, ସାହିତ୍ୟ, ସଙ୍ଗୀତ, ଆଲୋଚନା, ସାମ୍ବାଦିକତା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବାର ବହୁତ ସମ୍ଭାବନା ଅଛି। ଅଧିକାଂଶ ସମୟରେ ଅନ୍ୟମନସ୍କ ରହିପାରନ୍ତି। ପରିବହନ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :