• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Cancer

କର୍କଟ

Wednesday 29 May 2024

ପୁନର୍ବସୁ- କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ। ନିଜ ଲୋକମାନଙ୍କ କାର‌୍ୟ୍ୟକଳାପ ଅସୁବିଧାରେ ପକାଇପାରେ।

ପୁଷ୍ୟା- ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ, କିନ୍ତୁ କ୍ଷତି ମଧ୍ୟ ହେବନି। ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ଓ ନିଜର ଅଭିସନ୍ଧିକୁ ପୂରା କରିବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ଅସଫଳ ହେବେ।

ଅଶ୍ଲେଷା- ଟଙ୍କା ରୋଜଗାର ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ଆପଣ ଆପଣଙ୍କ ଖାଲି ସମୟରେ ଘର ସଫାସଫି କରିବାକୁ ପସନ୍ଦ କରିବେ । ଆପଣ ଆପଣଙ୍କର ଜୀବନ-ସାଥୀ ସହିତ କିଛି ବିଶେଷ କ୍ଷଣ ବିତାଇବେ

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :