• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Virgo

କନ୍ୟା

Wednesday 29 May 2024

ଉ,ଫଳଗୁନି- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ରୋଗ ଆହୁରି ଖରାପ ହୋଇ ପାରେ । ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ହସ୍ତା- ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି। କାମର ଚାପ ବୃଦ୍ଧି ପାଇବା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସଫଳତାର ଏକ ସୁଯୋଗ ପାଇବେ

ଚିତ୍ରା- କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଜି ଶୁଣାଣିରେ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ

ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :