• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Sagittarius

ଧନୁ

Wednesday 29 May 2024

ମୂଳା- ବ୍ୟବସାୟରେ ଭାଇ ଭଉଣୀଙ୍କ ଠାରୁ ସହଯୋଗ ମିଳିବ । ଭୋଗବିଳାସ, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍ ସକାଶେ ମନ ବଳାଇବେ। ପରିବାରରେ ସୁଖଶାନ୍ତି ପ୍ରାପ୍ତ ହେବ ।

ପୂ,ଷାଢା- ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ ।

ଉ,ଷାଢା- ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ। ସହକର୍ମୀ ମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ଗୁଡ଼ିକ ସୁଧୁରି ଯିବ। ନିକଟ ସମ୍ପର୍କୀୟମାନଙ୍କଠାରୁ ପରାମର୍ଶ ନେବା ଭଲ ହେବ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :