• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Capricorn

ମକର

Wednesday 29 May 2024

ଉ,ଷାଢା- ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ଜୀବନସାଥୀର ସହଯୋଗ ମିଳିବ ।

ଶ୍ରବଣା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଧନିଷ୍ଠା- ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :