Daily Horoscope 29th May 2025: କେମିତି କଟିବ ଦିନ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ।

Aries

ମେଷ

Thursday 29 May 2025

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ। ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ। ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି। ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ। ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । କୃତିକା – ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବ। ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ। ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ। ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି।