• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th November 2024: ଆଜି ଏହି ରାଶିର ବ୍ୟକ୍ତି ଶିକ୍ଷା କ୍ଷେତ୍ରରେ ସଫଳତା ହାସଲ କରିବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୦୨ ଗତେ ବିଛା,ତିଥି- ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୧୦.୧୭ ଗତେ,୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Friday 29 Nov 2024

ପୂ,ଭାଦ୍ରପଦ- ବ୍ୟବସାୟରେ ଅଗ୍ରଗତି ଘଟିବ । କୌଣସି ଜିନିଷ ଦ୍ୱାରା ଆଘାତ ପାଇ ପାରନ୍ତି । ପରିବାରରେ ସମସ୍ତେ ଶାନ୍ତିରେ ସମୟ ଶାନ୍ତିରେ ସମୟ କାଟିବେ ।

ଉ,ଭାଦ୍ରପଦ- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳୀ ନେବେ ।

ରେବତୀ- ଭୂ-ସମ୍ପତିକୁ ନେଇ ବିବାଦ ଦେଖାଦେବ । ଅଫିସ୍‌ରେ ଆପଣଙ୍କ କାମ ଦେଖି ସମସ୍ତେ ଖୁସି ହେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :