ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୦୨ ଗତେ ବିଛା,ତିଥି- ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୧୦.୧୭ ଗତେ,୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ବିଶାଖା- ସ୍ୱାସ୍ଥ୍ୟ ଭଲ ରହିବା ସହ ମନ ପ୍ରସନ୍ନ ରହିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କାଟିବେ । ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଅନୁରାଧା- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କର ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ଜ୍ୟେଷ୍ଠା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ପ୍ରତିକାର-ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯