• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Aries

ମେଷ

Saturday 29 Oct 2022

ଅଶ୍ୱନୀ – ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ ।

ଦ୍ୱିଜା – ଶିକ୍ଷାର୍ଥୀଙ୍କୁ କିଛି ନୂଆ ଶିକ୍ଷିବାକୁ ମିଳିବ । ଘରୋଇ କାମକୁ ନେଇ ବଡ ଫଇସଲା କରିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

କୃତିକା – ଜମିକୁ ନେଇ ଲାଗିରହିଥିବା ବିବାଦ ସମାପ୍ତ ହେବ । ମହିଳା ମାନେ ସୁଖଭାଗିନୀ ହେବେ ।

ପ୍ରତିକାର - ଗାଧୋଇ ସାରିବା ପରେ ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS