• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Aquarius

କୁମ୍ଭ

Saturday 29 Oct 2022

ଧନିଷ୍ଠା – ଶାରିରୀକ ଦୁର୍ବଳତା ଦେଖାଦେବ । ଭାଇ, ଭାଇ ମଧ୍ୟରେ କଳହ ଦେଖା ଦେଇପାରେ । ବ୍ୟବସାୟରେ ନୂଆ ପ୍ରସ୍ତାବ ଆସି ପାରେ

ଶତଭିଷା – କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । ଛାତ୍ରଛାତ୍ରୀ ପରିକ୍ଷାରେ ଭଲ କରିବେ

ପୂ , ଭାଦ୍ରପଦ – ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । ମହିଳା ମାନେ ସୁଖ ଶାନ୍ତି ଓ ଐଶ୍ୱର୍ଯ୍ୟର ଅଧିକାରୀ ହେବେ ।

ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS