• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Pisces

ମୀନ

Saturday 29 Oct 2022

ପୂ , ଭାଦ୍ରପଦ - ପ୍ରେମିି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି

ଉ , ଭଦ୍ରପଦ - ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ ।

ରେବତୀ –ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ

ପ୍ରତିକାର – କୈାଣସି ସାଧୁଙ୍କୁ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS