• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Gemini

ମିଥୁନ

Saturday 29 Oct 2022

ମୃଗଶିରା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ ।

ଆଦ୍ରା - ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ପୁନର୍ବସୁ - କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ମହିଳା ମାନେ ସବୁକାର୍ଯ୍ୟ ସଂପୂର୍ଣ୍ଣ କରିବେ

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS