• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Leo

ସିଂହ

Saturday 29 Oct 2022

ମଘା – ବ୍ୟବସାୟରେ ଉନ୍ନତି ପାଇଁ ନୂଆ ଅବସର ପାଇବେ । ପତିପତ୍ନୀଙ୍କ ମଧ୍ୟରେ ତିକ୍ତତା ଦେଖାଦେବ । ସ୍ଵାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ

ପୂ , ଫାଲଗୁନୀ - ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ

ଉ ,ଫାଲଗୁନୀ –ଜମିଜମା ମାମଲାରେ ଦଖଲ ଦେବାରୁ ନିବୃତ ରୁହନ୍ତୁ । ମହିଳା ମାନେ ନିଜ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS