• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Virgo

କନ୍ୟା

Saturday 29 Oct 2022

ଉ , ଫାଲଗୁନୀ – ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ବ୍ୟବସାୟରେ କିଛି ପରିବର୍ତନ ଆଣିବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସତମତି ଦେବେ

ହସ୍ତା – ରାଜନିତିରେ ଭାବିଚିନ୍ତି କଥା କୁହନ୍ତୁ । ସରକାରୀ କାମରେ ସଫଳତା ପାଇବେ । ଛାତ୍ରଛାତ୍ରି ମାନେ ଉଚ୍ଚଭିଳାଷି ହେବେ

ଚିତ୍ରା – କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ । ମହିଳା ମାନଙ୍କୁ କ୍ଷମତା ଶାଳୀ ହେବାର ସୁଯୋଗ ଆସିବ

ପ୍ରତିକାର - ବୁଧଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS