• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Libra

ତୁଳା

Saturday 29 Oct 2022

ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ

ସ୍ୱାତୀ – ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ

ବିଶାଖା – କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS