• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Scorpio

ବିଛା

Saturday 29 Oct 2022

ବିଶାଖା – ପ୍ରେମିି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ବ୍ୟପାରରେ ଲାଭ ମିଳିବାର ସମ୍ଭାବନା ରହିଛି ।

ଅନୁରାଧା – କିଛି ବିଶେଷ କାର୍ଯ୍ୟ ଅତି ଶିଘ୍ର ପୂରଣ ହେବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି

ଜ୍ୟେଷ୍ଠା – ଜମି କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ମହିଳା ମାନେ ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣିବେ

ପ୍ରତିକାର - ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS