• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ବଦଳି ହୋଇପାରେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ

Capricorn

ମକର

Saturday 29 Oct 2022

ଉ , ଷାଢା – ଦେହ ପ୍ରତି ସଚେତନ ରୁହନ୍ତୁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ । ସରକାରୀ କର୍ମଚାରି ମାନଙ୍କ ପାଇଁ ଦିନଟି ଶୁଭ ରହିବ

ଶ୍ରବଣା – ସାମାଜିକ କାର୍ଯ୍ୟ ଲାଗି ମାନ ସମ୍ମାନ ବଢିବ । ବ୍ୟବସାୟରେ ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ

ଧନିଷ୍ଠା – ମାଲିମକନ୍ଦମାରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି । କର୍ମଜୀବୀ ମହିଳା ଦରମା ବଢିପାରେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS