Advertisment

Daily Horoscope 29th October 2024: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

author-image
Sonali Ojha
Daily Horoscope 29th October 2024: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି
ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।