ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ପୁନର୍ବସୁ- କର୍ମକ୍ଷେତ୍ରରେ ଅବହେଳା କରି ବିଫଳ ପାଇବେ । ନୂଆ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ବଢିପାରେ । ବନ୍ଧୁ ବାନ୍ଧବଙ୍କ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ ।
ପୁଷ୍ୟା- ଅଫିସ୍ରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ ।
ଅଶ୍ଲେଷା- ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ଧର୍ମକାର୍ୟ୍ୟରେ ଅର୍ଥବ୍ୟୟ କରିବେ। ଜମିଜମା,ଗୃହସୀମା, ନିର୍ମାଣ, କୋର୍ଟକଚେରି ମାମଲା କ୍ଷେତ୍ରରେ ସଂକଟ ଜନକ ସ୍ଥିତି ସୃଷ୍ଟି ହେବ।
ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨