ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ଚିତ୍ରା-ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ବିଫଳ ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।
ସ୍ୱାତୀ- ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ ।
ବିଶାଖା-ଅନ୍ୟମାନଙ୍କ ଉପରେ ନିର୍ଭଳଶୀଳ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।
ପ୍ରତିକାର – ଦେବୀ ମନ୍ଦିରରେ ଫୁଲ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬