ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ଉ,ଷାଢା- କର୍ମ କ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଅନ୍ୟକାମରେ ନିଜର ମତ ଦେବାରୁ ନିବୃତ ରୁହନ୍ତୁ
ଶ୍ରବଣା- ସମସ୍ୟା ମଧ୍ୟରେ ବୁଡ଼ି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିବ। ତଥାପି ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ବହୁତ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ କରିପାରିବେ। ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ।
ଧନିଷ୍ଠା- ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜଜେନ୍ଶିପରୁ ପ୍ରଶଂସିତ ହେବେ। ଓକିଲଙ୍କ ଲାଗି ଦିନଟି ଫଳପ୍ରଦ ହେବ । ସରକାରୀ ସ୍ତରରୁ କୌଣସି ଶୁଭଖବର ଶୁଣି ମନ
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮