Advertisment

Daily Horoscope 29th Sept 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଧନ ପ୍ରାପ୍ତି ହେବ

author-image
Pallipuspa Samal
Daily Horoscope 29th Sept 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଧନ ପ୍ରାପ୍ତି  ହେବ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ତିଥି –୪ର୍ଥୀ ରାତ୍ରି ୧୨/୦୯ ଗତେ ୫ମୀ ଚନ୍ଦ୍ର – ତୁଳା ରାତ୍ରି ୧୧/୨୩ ଗତେ ବିଛା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ପ୍ରାତଃ ୦୫/୫୨ ଗତେ ୧ପାଦ କୁଟୁମ୍ଭହାନି-ତିଳକାଞନ ଦାନ ନିଶାନ୍ତ ୦୫/୧୨ ପର୍ଯ୍ୟନ୍ତ ୦୧/୦୭