• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Taurus

ବୃଷ

Friday 29 Sep 2023

କୃତିକା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।

ରୋହିଣୀ- ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।

ମୃଗଶିରା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ