• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Aquarius

କୁମ୍ଭ

Friday 29 Sep 2023

ଧନିଷ୍ଠା- ବ୍ୟବସାୟରେ ଆଶାନୁରୂପକ ଫଳ ପାଇ ପାରନ୍ତି । ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ  ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।

ଶତଭିଷା-ପାରିବାରିକ କ୍ଷେତ୍ରରେ ସ୍ନେହ ସ୍ୱଭାବ ଦେଖାଦେବ । ଶିକ୍ଷାର୍ଥୀଙ୍କ ପଢାରେ ଦେଖାଯାଉଥିବା ପ୍ରତିବନ୍ଧକ ଦୂରେଇ ଯିବ । ନୂଆ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ପୂ,  ଭାଦ୍ରପଦ- ରାସ୍ତରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପିଲା ମାନେ ଯାନବାହନ କିଣିବା ପାଇଁ ଜିଦ୍ ଧରି ପାରନ୍ତି । ଶତୃ ଯେତେ ଚେଷ୍ଟା କରିଲେ ମଧ୍ୟ କିଛି କ୍ଷତି କରି ପାରିବେ ନାହିଁ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ