• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Gemini

ମିଥୁନ

Friday 29 Sep 2023

ମୃଗଶିରା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ସଯ୍ୟାସାୟି ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।

ଆଦ୍ରା- ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।  ଜିବିକା ଅର୍ଜନରେ ସଫଳତା ଲାଭ  ପାଇବେ ।

ପୁନର୍ବସୁ- ଭୂ-ସମ୍ପତିକୁ ନେଇ ବିବାଦ ଦେଖାଦେବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫ 

ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ