• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Cancer

କର୍କଟ

Friday 29 Sep 2023

ପୁନର୍ବସୁ- ବ୍ୟବସାୟରେ ଅଗ୍ରଗତି ଘଟିବ । କୈାଣସି ଜିନିଷ ଦ୍ୱାରା  ଆଘାତ ପାଇ ପାରନ୍ତି । ପାରିବାରିରେ ସମସ୍ତେ ଶାନ୍ତିରେ ସମୟ କାଟିବେ ।

ପୁଷ୍ୟା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ ।

ଅଶ୍ଳେଷା- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ରାଜନିତିରେ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ