• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Leo

ସିଂହ

Friday 29 Sep 2023

ମଘା- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । କୈାଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ ।    

ପୂ- ଫାଲ୍‌ଗୁନୀ- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର‌୍ୟ୍ୟକୁ ସମ୍ଭାଳୀ ନେବେ ।

ଉ- ଫାଲ୍‌ଗୁନୀ- ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ  ଲାଗି ଦିନଟି ଭଲ ରହିବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ