• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Libra

ତୁଳା

Friday 29 Sep 2023

ଚିତ୍ରା- ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି । ରାଜନିତିରେ ଉନ୍ନତି ହୋଇପାରେ ।

ବିଶାଖା- ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାର୍ଯ୍ୟ କରିବେ । ଖାଦ୍ୟ ପେୟ ପ୍ରତି ସଜାଗ ରୁହନ୍ତୁ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା  ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ