• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Scorpio

ବିଛା

Friday 29 Sep 2023

ବିଶାଖା- ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ ।

ଅନୁରାଧା- ପ୍ରେମିକା ପ୍ରେମିକ ମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ ।

ଜ୍ୟୋଷ୍ଠା- ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର-ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ