• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Sagittarius

ଧନୁ

Friday 29 Sep 2023

ମୂଳା- ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।

ପୂ, ଷାଢା- ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ନୂତନ ବାହନଆଦି କ୍ରୟ କରି ପାରନ୍ତି । ଶିକ୍ଷାକ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ ।

ଉ,  ଷାଢା-ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ପୁରୁଣା ରୋଗର ପ୍ରକୋପରେ ହଇରାଣ ହୋଇପାରନ୍ତି । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ