• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୧୨ଶୀ ଦିବା ୦୪.୪୮ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିରପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୪.୪୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 29 Sep 2024

ମୃଗଶିରା- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟୀ ମାନଙ୍କ କାରବାରରେ ଲାଭବାନ୍ ହେବାର ସମ୍ଭାବନା ଅଛି

ଆଦ୍ରା- ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପୁନର୍ବସୁ- ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର‌୍ୟ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :