• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୧୨ଶୀ ଦିବା ୦୪.୪୮ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିରପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୪.୪୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 29 Sep 2024

ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।

ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ

ଜ୍ୟେଷ୍ଠା – ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :