• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୧୨ଶୀ ଦିବା ୦୪.୪୮ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିରପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୪.୪୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 29 Sep 2024

ଉ , ଷାଢା - ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତୃଟି ସ୍ୱକାର କରିବେ ।

ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :