• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୩ଶୀ ସନ୍ଧ୍ୟା ୦୭.୦୬ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 30 Sep 2024

ଧନିଷ୍ଠା – ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ଶତଭିଷା – ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :