• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୩ଶୀ ସନ୍ଧ୍ୟା ୦୭.୦୬ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Monday 30 Sep 2024

ପୂ, ଭାଦ୍ରପଦ- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ଆହ୍ୱାନକୁ ସାମ୍ନା କରିବେ । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ

ରେବତୀ- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :