• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୩ଶୀ ସନ୍ଧ୍ୟା ୦୭.୦୬ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 30 Sep 2024

ଉ, ଷାଢା- ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।

ଶ୍ରବଣା- କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାର‌୍ୟ୍ୟ ସହଯୋଗ ପାଇବେ । ରାଜନିତିରେ କାର‌୍ୟ୍ୟରେ ନେତୃତ୍ୱ ନେବେ । ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହୋଇପାରନ୍ତି

ଧନିଷ୍ଠା- ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :