• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Taurus

ବୃଷ

Sunday 02 Apr 2023

କୃତିକା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ପାରିବାରିକ,ଲୋକ ସମ୍ପର୍କ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ

ରୋହିଣୀ- ଗବେଷଣା, ଅନୁସନ୍ଧାନ, ରଚନାମତ୍କ କାର‌୍ୟ୍ୟ ତଥା ଅଧ୍ୟୟନରେ ଉନ୍ନତି କରିବେ । ଅସଂଯତ କାର‌୍ୟ୍ୟ କଳାପ ଜନିତ ଅଭିଯୋଗ ଦ୍ୱାରା ଉଚ୍ଚ ବର୍ଗଙ୍କ ଠାରୁ ସମାଲୋଚିତ ହେବେ

ମୃଗଶିରା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :