• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Sunday 02 Apr 2023

ଧନିଷ୍ଠା- ବେପାର, ବାଣିଜ୍ୟ ତଥାରୁ ସୁଫଳ ପାଇବେ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ଶତଭିଷା- ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ

ପୂ, ଭାଦ୍ରପଦ- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :