• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Pisces

ମୀନ

Sunday 02 Apr 2023

ପୂ, ଭାଦ୍ରପଦ- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ଉ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ମହିଳା ମାନେ ପାରିବାରିକ ସମସ୍ୟାରେ ବୁଡି ରହିବେ । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି ।

ରେବତୀ- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :