• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Gemini

ମିଥୁନ

Sunday 02 Apr 2023

ମୃଗଶିରା - ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଜୀବନ ସାଥିଙ୍କ ପାଇଁ ଭଲ ତାଳ ମେଳ ବଜାୟ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।

ଆଦ୍ରା - କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ ପାଇବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ। କୌଣସି କାର‌୍ୟ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ପୁନର୍ବସୁ – ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ । କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :