• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Cancer

କର୍କଟ

Sunday 02 Apr 2023

ପୁନର୍ବସୁ- ଦାଂପତ୍ୟ ଜୀବନରେ ମଧୁରତା ବଢିବ । କାରବାରରେ ଆପଣଙ୍କର ବହୁତ ଲାଭ ହେବ। ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ

ପୁଷ୍ୟା- ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ

ଅଶ୍ଳେଷା- ସଙ୍ଗୀତଜ୍ଞଙ୍କୁ ବଡ ସୁଯୋଗ ମିଳିବ କାନୁନ , ବିବାଦ ଆଦି ଦେଖା ଦେଇପାରେ । ମହିଳା ମାନେ ଧାର୍ମିକ କାର୍ଯ୍ୟରେ ମନ ନିବେଶ କରିବେ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :