• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Virgo

କନ୍ୟା

Sunday 02 Apr 2023

ଉ , ଫାଲଗୁନୀ – ମାନସିକ ଦୁଃଚିନ୍ତା ଲାଗି ରହିବ । ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ ।ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ

ହସ୍ତା – ରାଜନିତିରେ ଆଦର ସମ୍ମାନ ପାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ । ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ

ଚିତ୍ରା – ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳା ମାନେ ସ୍ୱାଭିମାନ ରହିବେ। ଅନ୍ତଜ୍ଞାନ ଓ ସୃଜନ ଶକ୍ତିର ବିକାଶ ଘଟିବ କ୍ଷ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :